XDLXDL
ଏକାଦଶୀରେ ମହାଦୀପ ଆଳତି ଅନୁଷ୍ଠିତ ହୋଇଥାଏ । ଏଥିପାଇଁ ତିନୋଟି ରୌପ୍ୟ କଳସୀରେ ଘିଅ ଏବଂ କଦଳୀ ବାସୁଙ୍ଗାରେ ନୂଆ କନା ଗୁଡାଇ ବଳିତା କରାଯାଇ ମହାଦୀପ ପ୍ରସ୍ତୁତ ହୁଏ । ମହାପ୍ରଭୁଙ୍କ ନିକଟରେ ମହାଦୀପ ସଂସ୍କାର କରି ଆଳତି ପରେ ଶ୍ରୀମନ୍ଦିର ଉପରକୁ ମହାଦୀପ ଉଠିଥାଏ । #Puri #JaiJagannatha · XDL