XDLXDL
ଅବପାତ ଜନିତ ଲଗାତାର ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ଅବ୍ୟାହତ ରଖିବା ପାଇଁ ପ୍ରଶାସନ ପକ୍ଷରୁ ସବୁସ୍ତରରେ ପ୍ରୟାସ ଜାରି ରହିଛି। ପ୍ରଭାବିତ ଅଞ୍ଚଳଗୁଡ଼ିକରେ ତ୍ୱରିତ ସହାୟତା, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। · XDL